ନିଟ ବିବାଦ ନେଇ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର ହେଲା ହାଇକୋର୍ଟରେ ଥିବା ମାମଲା। ଏ ନେଇ ଏନଟିଏ ସୁପ୍ରିମକୋର୍ଟରେ ଆବେଦନ କରିଥିଲା। ଏବେଠୁ ନିଟ୍‌ ମାମଲାର ସମସ୍ତ ଶୁଣାଣି ସୁପ୍ରିମକୋର୍ଟରେ ହେବ।
କାଉନସେଲିଂ ପ୍ରକ୍ରିୟା ଜାରି ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *