ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ NEET-PG ପରୀକ୍ଷା ପାଇଁ ମେଡିକାଲ ସାଇନ୍ସ ଜାତୀୟ ପରୀକ୍ଷା ବୋର୍ଡ ତାରିଖ ଘୋଷଣା କରିଛି। ଅଗଷ୍ଟ ୧୧ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଦୁଇଟି ସିଫ୍ଟରେ ପରୀକ୍ଷା ହେବ ବୋଲି ଏଜେନ୍ସି ପକ୍ଷରୁ କୁହାଯାଇଛି। ପରୀକ୍ଷାର୍ଥୀମାନେ ଅଧିକ ସୂଚନା ପାଇଁ ଅଫିସିଆଲ ୱେବସାଇଟ natboard.edu.in କୁ ଯାଇ ଦେଖିପାରିବେ।

Leave a Reply

Your email address will not be published. Required fields are marked *