ଦେଶରେ ସ୍ଥଗିତ ହେଲା ସ୍ଥଗିତ ହେଲା NEET-PG (ନିଟ୍-ପିଜି) ପ୍ରବେଶିକା ପରୀକ୍ଷା । NTA ଦ୍ୱାରା ଆସନ୍ତାକାଲି ହେବାକୁ ଥିବା ପରୀକ୍ଷା ସ୍ଥଗିତ କରାଯାଇଛି । ନିକଟରେ ବିଭିନ୍ନ ପରୀକ୍ଷାକୁ ନେଇ ଅନିୟମିତତା ଅଭିଯୋଗ ପରେ ଏ ପଦକ୍ଷେପ ନିଆଯାଇଛି । ଶୀଘ୍ର ପରୀକ୍ଷା ତାରିଖ ଘୋଷଣା କରାଯିବ କହିଛି ସ୍ବାସ୍ଥ୍ୟ ମନ୍ତ୍ରାଳୟ ।

By Nirvay

Leave a Reply

Your email address will not be published. Required fields are marked *