ପ୍ରକାଶ ପାଇଲା NEET-UG ୨୦୨୪ର ସଂଶୋଧିତ ମେଧା ତାଲିକା । ସମସ୍ତ ପିଲାଙ୍କ ରେଜଲ୍ଟକୁ ନେଇ ସଂଶୋଧିତ ମେଧା ତାଲିକା ପ୍ରକାଶ ପାଇଛି। NTA ପକ୍ଷରୁ ସଂଶୋଧିତ ମେଧା ତାଲିକା ନେଇ ସୂଚନା ଜାରି କରାଯାଇଛି।

ଜୁନ ୨୩ରେ ରିଟେଷ୍ଟ ଦେଇଥିବା ପିଲାଙ୍କ ରେଜଲ୍ଟ ମଧ୍ୟ ପ୍ରକାଶିତ ହୋଇଛି। ଏହାର ଫଳାଫଳ ଜାତୀୟ ପରୀକ୍ଷା ଏଜେନ୍ସି ଦ୍ୱାରା ପ୍ରକାଶ ପାଇଛି। ଯେଉଁ ପ୍ରାର୍ଥୀମାନେ ପରୀକ୍ଷା ଦେଇଛନ୍ତି ସେମାନେ NTAର ଅଫିସିଆଲ ୱେବସାଇଟ exam.nta.ac.inକୁ ଯାଇ ଫଳାଫଳ ଯାଞ୍ଚ କରିପାରିବେ।

Leave a Reply

Your email address will not be published. Required fields are marked *