ଶପଥ ଗ୍ରହଣ ପୂର୍ବରୁ ନବୀନ ନିବାସରେ ପହଞ୍ଚିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବରପୁତ୍ରଙ୍କୁ ମାଲ୍ୟାର୍ପଣ ପରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହା ପରେ ମୋହନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ ଜଣାଇଲି। ନବୀନ ବାବୁ ସମାରୋହକୁ ଆସିବାକୁ ସମ୍ମତି ଜଣାଇଥିବା କହିଛନ୍ତି।

Leave a Reply

Your email address will not be published. Required fields are marked *