କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୃହରେ ଆଜି ନୂଆ ଆୟକର ବିଲ୍ ଆଗତ କରିଛନ୍ତି । ଫେବୃଆରୀ ୭ ତାରିଖରେ କେନ୍ଦ୍ର କ୍ୟାବିନେଟ୍ ଏହି ବିଲ୍ କୁ ଅନୁମୋଦନ କରିଥିଲା । ଏହି ନୂଆ ବିଲ୍ ପ୍ରାୟ ୬୦ ବର୍ଷ ପୁରୁଣା ଆୟକର ଆଇନକୁ ବଦଳାଇବା ସହ ଟିକସ ବ୍ୟବସ୍ଥାକୁ ସରଳ, ସ୍ୱଚ୍ଛ ଏବଂ ଅଧିକ ପ୍ରଭାବଶାଳୀ କରିବ । ବିଲ୍ ଆଗତ କରିବା ସମୟରେ ସୀତାରମଣ ବିର୍ଲାଙ୍କୁ ଗୃହର ସିଲେକ୍ଟ କମିଟିକୁ ଡ୍ରାଫ୍ଟ ଆଇନ ପଠାଇବାକୁ ଅନୁରୋଧ କରିଥିଲେ । Post navigation ବ୍ୟକ୍ତିଗତ ସଚିବଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଜୁଏଲ ଓରାମଙ୍କ ଚିଠି ମୋଦି ଗ୍ୟାରେଣ୍ଟି, କାର୍ଯ୍ୟକର୍ତ୍ତାଙ୍କ ପରିଶ୍ରମର ଫଳ ହେଉଛି ଦିଲ୍ଲୀରେ ବିଜେପି ସରକାର: ବୈଜୟନ୍ତ ପଣ୍ଡା