ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟା ହେବ ରଙ୍ଗୀନ ରାସନ କାର୍ଡ। ନୂଆ ରାସନ କାର୍ଡ ବଣ୍ଟନ ନେଇ ଘୋଷଣା କଲେ ସରକାର । ନୂଆ ରାସନ କାର୍ଡ ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । କାର୍ଡ ଲାମିନେସନ ଓ ପ୍ରିଣ୍ଟ କରି ରଖିବାକୁ ନିର୍ଦେଶ ଦିଆଯାଇଛି ।

ଏପ୍ରିଲ ୨୨ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ସବୁ ଜିଲ୍ଲପାଳଙ୍କୁ ଲେଖିଲେ ଚିଠି ଲେଖିଛନ୍ତି ଖାଦ୍ୟ ଯୋଗାଣ ସଚିବ । ବିଡିଓ, ମ୍ୟୁନିସିପାଲ୍ କମିଶନର ଇସ୍ୟୁ କରିବେ କାର୍ଡ ।

ଅନ୍ୟପଟେ ରାଜ୍ୟରେ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଡା ପଦକ୍ଷେପ ନିଆଯାଉଛି । ଇକେୱାଇସି କରି ହିତାଧିକାରୀଙ୍କୁ ଚିହ୍ନଟ କରିବା ପାଇ ସହ ଅଯୋଗ୍ୟଙ୍କୁ ବାଜ ଦିଆଯିବ ପ୍ରକ୍ରିୟା ମଧ୍ୟ ଜାରି ରହିଛି ।

Leave a Reply

Your email address will not be published. Required fields are marked *