ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନାରେ ଦିବ୍ୟାଙ୍ଗ ଯୁବକ ସୁଶାନ୍ତ ସାହୁଙ୍କ ଥାନା ହାଜତ ମୃତ୍ୟୁ ଘଟଣାରେ ରିପୋର୍ଟ ମାଗିଲେ ଜାତୀୟ ମାନବାଧିକାର ଆୟୋଗ (NHRC) । ଗଂଜାମ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ୧୪ଟି ଦିଗ ଉପରେ ଉତ୍ତର ରଖିବାକୁ ରିପୋର୍ଟ ତଲବ କରିଛି NHRC । ଆସନ୍ତା ୩ ସପ୍ତାହ ମଧ୍ୟରେ କ’ଣ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଘଟଣା ସମ୍ପର୍କିତ ସମ୍ପୂର୍ଣ୍ଣ ‘ଆକ୍ସନ୍ ଟେକେନ୍ ରିପୋର୍ଟ’ (ATR) ଦାଖଲ କରିବାକୁ ଆୟୋଗ ନିର୍ଦ୍ଦେଶ ଦେଇଛି।

Leave a Reply

Your email address will not be published. Required fields are marked *