ପୁରୀ ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିଥିବା ନେଇ ରବିବାର ସୂଚନା ମିଳିଛି। ୯ ଜଣଙ୍କ ମଧ୍ୟରୁ ଜଣେ ହିନ୍ଦୁ ଓ ୫ ଜଣ ଅଣହିନ୍ଦୁ ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ। ଅନ୍ୟ ୩ଜଣ ବାହାରେ ଥିବା ଜଣାପଡ଼ିଛି। ଶ୍ରୀମନ୍ଦିର ପ୍ରବେଶ କରିଥିବା ୬ଜଣଙ୍କୁ ବିଶ୍ବ ହିନ୍ଦୁ ପରିଷଦ ଓ ବଜରଙ୍ଗ କର୍ମୀ ଧରି ସିଂହଦ୍ବାର ପୁଲିସ ଜିମାରେ ଦେଇଛନ୍ତି।

ପୁଲିସ ସମସ୍ତ ୯ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଅଟକ ୯ଜଣଙ୍କ ମଧ୍ୟରୁ ବାଂଲାଦେଶ ପାସପୋର୍ଟ ମିଳିଛି। ସିଂହଦ୍ବାର ପୁଲିସ ସେମାନେ ରହୁଥିବା ହୋଟେଲ ମଧ୍ୟ ଯାଞ୍ଚ କରୁଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *