ଆଜି ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୯ ରାଜ୍ୟର ୧୨ଟି ଆସନ ପାଇଁ ହେବ ଉପନିର୍ବାଚନ ହେବ। ଓଡ଼ିଶାର ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ଆସନ।ଅଗଷ୍ଟ ୨୧ ନାମାଙ୍କନ ଦାଖଲର ଶେଷ ଦିନ। ୨୨ରେ ନାମାଙ୍କନ ପତ୍ର ଯାଞ୍ଚ ପରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଅଗଷ୍ଟ ୨୭ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ। ସେହିଭଳି ଓଡିଶାରୁ କିଏ ରାଜ୍ୟସଭା ଯିବେ ସେ ନେଇ କଳ୍ପନାଜଳ୍ପନା ଚାଲିଛି।

Leave a Reply

Your email address will not be published. Required fields are marked *