Nuapada Bye-Election Sees record Voter Turnout
ନୂଆପଡ଼ା ଉପ ନିର୍ବାଚନରେ ଏଥର ରେକର୍ଡ ସଂଖ୍ୟକ ଭୋଟ୍‍ଦାନ ହୋଇଛି । ଭାରତୀୟ ନିର୍ବାଚନ କମିଶନଙ୍କ ଭୋଟର ବିବରଣୀ ଅନୁଯାୟୀ ରାତ୍ରି ୧୧ ଟା ବେଳକୁ ନୂଆପଡା ରେ ରେକର୍ଡ ୮୧.୭୨ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଛନ୍ତି ।
 
ଆଜି ୫ଟା ସୁଦ୍ଧା ୭୫.୩୭ ପ୍ରତିଶତ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିଥିଲେ । ଏହି ନିର୍ବାଚନରେ ଶାସକ ବିଜେପି, ବିଜେଡି, କଂଗ୍ରେସ ସମେତ ମୋଟ ୧୧ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି ।
 
ଏହି ନିର୍ବାଚନରେ ଶାସକ ବିଜେପି, ବିଜେଡି, କଂଗ୍ରେସ ସମେତ ମୋଟ ୧୧ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି । ଆସନ୍ତା ୧୪ ତାରିଖରେ ପ୍ରକାଶ ପାଇବ ଫଳ ।
 
ନିର୍ବାଚକୁ ଶୃଙ୍ଖଳିତ କରିବା ତଥା ତ୍ରୁଟିଶୂନ୍ୟ କରିବା ଲାଗି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ସମସ୍ତ ବୁଥରେ ମତଦାନ ଶାନ୍ତିପୂର୍ଣ୍ଣ ହୋଇଥିବା ରିପୋର୍ଟ ଆସିଛି ।

By Nirvay

Leave a Reply

Your email address will not be published. Required fields are marked *