Election bell rings in Nuapada; where is Naveen?

ବିଜୁ ଜନତା ଦଳ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଲାଗି ଦୁଇ ଥର ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ।

ନୂଆପଡା ଷ୍ଟାର କ୍ୟାମ୍ପେନର ତଥା ଜୁନାଗଡ଼ ବିଜେଡ଼ି ବିଧାୟକ ଦିବ୍ୟ ଶଙ୍କର ମିଶ୍ର ଏହି ସୂଚନା ଦେଇଛନ୍ତି ।

ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଯାଇଛି । ପୂର୍ବରୁ, ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜେଡି ପ୍ରାର୍ଥୀ ଭାବରେ ଘୋଷଣା କରିଥିଲା ।

ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ । ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ ।

By Nirvay

Leave a Reply

Your email address will not be published. Required fields are marked *