ଭିଜିଲାନ୍ସ ଜାଲରେ OAV ପ୍ରିନ୍ସିପାଲ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV)ର ପ୍ରିନ୍ସିପାଲ ସୀତାକାନ୍ତ ରଣାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସ୍କୁଲରେ ମେସ୍ ପରିଚାଳନା କରୁଥିବା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ୩ ମାସର ଦରମା ବିଲ୍ ପାସ୍ କରିଦେବା ପାଇଁ ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନ୍ସ । ଏହାପରେ ଅଭିଯୁକ୍ତଙ୍କ ସହ ସମ୍ପୃକ୍ତ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ପୋଲିସ। ତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଥିବା ଦିଗକୁ ମଧ୍ୟ ତଦନ୍ତ କରାଯାଉଛି। Post navigation Naveen Slams Police Action Against Protesters: ରାହୁଲଙ୍କ ସପକ୍ଷରେ ବାହାରିଲେ ନବୀନ ପଟ୍ଟନାୟକ India Student Protests: विपक्ष की बिखरी रणनीति, किसे मिलेगा राजनीतिक लाभ?