ଦୁବାଇରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ହୋଇଛି। ମରଶରୀର ନିଜ ଜନ୍ମମାଟିକୁ ଫେରାଇ ଆଣିବାକୁ ଉଦ୍ୟମ। ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା । ମୃତ ଓଡ଼ିଆ ଯୁବକ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦସ୍ଥିତ ଟୁବୁକା ଗାଁର ରଜତ ଜେନା।

Leave a Reply

Your email address will not be published. Required fields are marked *