ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଜ୍ୟ ବିଜେପି ଟିମ୍ । ଓଡ଼ିଶା ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସଂଗଠକ ସମ୍ପାଦକ ମାନସ ମହାନ୍ତି ରାଷ୍ଟ୍ରପତିଙ୍କୁ ଭେଟି ରାଷ୍ଟ୍ର ହିତ ଉପରେ ଜାରି କରାଯାଇଥିବା କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଆଲୋଚନା କରିଛନ୍ତି । Post navigation ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଇଡି ଉପ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ମିଳିଲା ଜାମିନ୍