ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ । ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ବଜେଟରେ ୨୪୬୨ କୋଟି ଘୋଷଣା କରାଯାଇଥିବା ବେଳେ କଟକ ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ପ୍ରଦାନ କରାଯିବ ।

 

ସେହିପରି ଏ ବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଯୋଜନା । ଆରବର୍ଷ ଫୁଲବାଣୀ ଓ ୨୬-୨୭ରେ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *