ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ମେକ୍ ଇନ୍ ଓଡ଼ିଶା ନାଁ ବଦଳି ହେଲା ଉତ୍କର୍ଷ ଉତ୍କଳ । ଉତ୍କର୍ଷ ଉତ୍କଳ ସମ୍ମିଳନୀ ମାଧ୍ୟମରେ ପୁଞ୍ଜି ଯୋଗାଡ଼ ଲକ୍ଷ୍ୟ କରାଯାଇଛି । ୨୦୨୯ ସୁଦ୍ଧା ରାଜ୍ୟକୁ ଅଢ଼େଇ ଲକ୍ଷ କୋଟି ଘରୋଇ ପୁଞ୍ଜି ଆଣିବା ଯୋଜନାଥିବା ବେଳେ ୨ ବିଲିୟନ ଡଲାରରୁ ଅଧିକ ବିଦେଶୀ ପୁଞ୍ଜି ନିବେଶ ପାଇଁ ବି ଲକ୍ଷ୍ୟ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । Post navigation ଓଡ଼ିଶା ବଜେଟ୍: ରାଜ୍ୟରେ ଲାଗୁ ହେବ ଶ୍ରୀଅନ୍ନ ଅଭିଯାନ ଓଡ଼ିଶା ବଜେଟ୍: ରାଜ୍ୟରେ କ୍ରୀଡ଼ାବିତଙ୍କ ପାଇଁ ନିର୍ମାଣ ହେବ ନୂଆ ଷ୍ଟାଡିୟମ