ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟରେ ମିଲେଟ୍ ଚାଷ ପାଇଁ ମୋହନ ସରକାର ଶ୍ରୀ ଅନ୍ନ ଅଭିଯାନ ଆରମ୍ଭ କରିଛନ୍ତି । ମିଲେଟ୍ ଚାଷ ପାଇଁ ଶ୍ରୀ ଅନ୍ନ ଅଭିଯାନ ବଜେଟରେ ୬୪୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

Leave a Reply

Your email address will not be published. Required fields are marked *