ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ଶ୍ରୀମନ୍ଦିର ପାଇଁ ୫୦୦ କୋଟିର କର୍ପସ ଫଣ୍ଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ବିନା ଓଡ଼ିଆ ଜାତିର ପରିକଳ୍ପନା କରାଯାଇପାରିବ ନାହିଁ । ଗତ ସରକାର ୨ ଲକ୍ଷ ୫୫ ହଜାର ଟଙ୍କାର ବଜେଟ୍‌ କରିଥିବା ବେଳେ ଏଥର ମୋହନ ସରକାର ୨ ଲକ୍ଷ ୬୫ ହଜାର କୋଟିର ବଜେଟ କରିଛନ୍ତି ।

Leave a Reply

Your email address will not be published. Required fields are marked *