ଓଡ଼ିଶାରେ ଲାଗୁ ହେବ ସୁଭଦ୍ରା ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା । ମହିଳାଙ୍କ ପାଇଁ ଆରମ୍ଭ ହେବ ସୁଭଦ୍ରା ଯୋଜନା । ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ଆୟୁଷ୍ମାନ ଭାରତ ପାଇଁ ୫୦୦ କୋଟିର ବ୍ୟୟବରାଦ କରାଯାଇଛି ।

Leave a Reply

Your email address will not be published. Required fields are marked *