ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ ।ଏଥିରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହିତ ମୋହର ବାଜିବ ବୋଲି ଜଣାପଡ଼ିଛି । ଶୀତକାଳୀନ ଅଧିବେଶନ ସହ ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ ମିଳିବ । ନୂଆପଡ଼ା ଉପନିର୍ବାଚନ ପାଇଁ ଲାଗୁଥିବା ଆଚରଣବିଧି ହଟିବା ପରେ ଏହା ପ୍ରଥମ କ୍ୟାବିନେଟ ବୈଠକ ହେବ । ଆଜି ବୈଠକରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକୁ ନେଇ କିଛି ବଡ଼ ଘୋଷଣା ହୋଇପାରେ । Post navigation Shrimandir: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ