୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି ।ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବା ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *