odisha chse plus-two-result-will be-announced-tomorrow
+୨ ପରୀକ୍ଷା ଫଳାଫଳକୁ ନେଇ ବଡ଼ ଖବର । ଆସନ୍ତାକାଲି ଅପରାହ୍ଣ ୪ଟା ବେଳେ ପ୍ରକାଶ ପାଇବ +୨ ପରୀକ୍ଷାଫଳ । ଭୁବନେଶ୍ୱର ସ୍ଥିତ ପରିଷଦ କାର୍ଯ୍ୟାଳୟ ପରିସରରେ ଏହା ପ୍ରକାଶ ପାଇବ
 
ଏକା ସଙ୍ଗେ କଳା, ବାଣିଜ୍ୟ ଓ ବିଜ୍ଞାନ ଫଳାଫଳ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି ।
 
ାତ୍ରଛାତ୍ରୀମାନେ ସେମାନଙ୍କ ଫଳାଫଳକୁ ଅଫିସିଆଲ ୱେବସାଇଟ www.orissaresults.nic.in ଏବଂ www.chseodisha.nic.in ମାଧ୍ୟମରେ ଘୋଷଣାର ଏକ ଘଣ୍ଟା ପରେ ଜାଣିପାରିବେ ।
 
ସୂଚନାଯୋଗ୍ୟ, ରାଜ୍ୟରେ ଚଳିତ ବର୍ଷ ମୋଟ ୩ ଲକ୍ଷ ୯୬ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।
 

By Nirvay

Leave a Reply

Your email address will not be published. Required fields are marked *