ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ସଭାପତି ନିତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀସ୍ଥିତ ବିଜେପି କେନ୍ଦ୍ରୀୟ କାର୍ଯ୍ୟାଳୟରେ ଦଳର ରାଷ୍ଟ୍ରୀୟଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଏକ ଘଣ୍ଟା ଧରି ଆଲୋଚନା କରିଛନ୍ତି ଉଭୟ ନେତା । ଓଡ଼ିଶାର ସାଂଗଠନିକ ସୁଦୃଢ଼ୀକରଣ ଓ ଆଗାମୀ କାର୍ଯ୍ୟପନ୍ଥା ନେଇ କଲେ ଆଲୋଚନା ହୋଇଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

loader