odisha-cm-reaches-puri-ratha-khala-holds-discussions-with-artisans
ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନଯାତ୍ରା ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଧାସଳଖ ପୁରୀ ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚି ରଥ ମହାରଣା ମାନଙ୍କ ସହ ରଥ କାର୍ଯ୍ୟ ବିଷୟରେ ଆଲୋଚନା କରିଛନ୍ତି ।
 
ରଥ ଯାତ୍ରାକୁ ସୁରୁଖୁରୁରେ ସମ୍ପାଦନ କରିବା ନିମନ୍ତେ କାରିଗରଙ୍କୁ ରଥ କାମ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ଓଡ଼ିଶାର ସୁଖ ସମୃଦ୍ଧି ନିମନ୍ତେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *