Mohan Majhi, Maha Kumbh Mela, Odisha, Prayagraj

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଠାରୁ ୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯିବେ ।

ଶିବରାତ୍ରୀ ଦିନ ମହାକୁମ୍ଭ ଶେଷ ହେଉଥିବା ବେଳେ ମୋହନ ମାଝୀ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ । ଏହା ପରେ ସେ ଅଯୋଧ୍ୟାରେ ରାମଲଲାଙ୍କୁ ଦର୍ଶନ କରିବେ ।

ପୂର୍ବରୁ ମହାକୁମ୍ଭ ମେଳାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହଙ୍କ ସହିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଏହି ପବିତ୍ର ସଙ୍ଗମରେ ବୁଡ଼ ପକାଇ ସାରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *