Odisha CM’s Grievance Cell To Remain Closed On Feb 17-24
ଆଗାମୀ ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।
 
ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବା ହେତୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
 
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

By Nirvay

Leave a Reply

Your email address will not be published. Required fields are marked *