Odisha Drivers Association
ଓଡିଶା ଡ୍ରାଇଭର  ଓ ଏକତା ମଞ୍ଚ ପକ୍ଷରୁ ପୁଣି ଆନ୍ଦୋଳନ ଡାକରା ଦିଆଯାଇଛି ।୬ ଦଫା ଦାବି ପୂରଣ ନେଇ ଓଡ଼ିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଜୁଲାଇ ୮ ତାରିଖରୁ ରାଜ୍ୟବ୍ୟାପୀ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ଡାକରା ଦିଆଯାଇଛି ।
 
ଯଦି ସରକାର ଏହି ଦାବିଗୁଡ଼ିକୁ ନ ଶୁଣେ, ତେବେ ଜୁଲାଇ ୮ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଡ୍ରାଇଭରମାନେ ଷ୍ଟିୟରିଂ ଛାଡ଼ି ଆନ୍ଦୋଳନକୁ ତୀବ୍ରତର କରିବେ ବୋଲି ମଞ୍ଚ ପକ୍ଷରୁ ସ୍ପଷ୍ଟ କରାଯାଇଛି ।
 
ଓଡିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଏବଂ ୱାର୍କର୍ ୱେଲଫେୟାର ବୋର୍ଡରେ ଅଟୋ ଡ୍ରାଇଭରକୁ ସାମିଲ କରିବା ସହ ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ଵତନ୍ତ୍ର ଆଇନ କରିବା ପାଇଁ ଓଡିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ କୁହାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *