ଓଡ଼ିଶାରେ ଶିଳ୍ପ କ୍ଷେତ୍ରରେ ବିନିଯୋଗ ହେବ ୪୪ ହଜାର ୭୯୩ କୋଟି ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି ବୈଠକରେ ପୁଞ୍ଜିନିବେଶକୁ ମଞ୍ଜୁରୀ ମିଳିଛି । ପୁଞ୍ଜିନିବେଶ ଦ୍ବାରା ରାଜ୍ୟରେ ୨୩୦୦୫ ନିଯୁକ୍ତି ସୃଷ୍ଟି ହେବ ବୋଲି ସୂଚନା ମିଳିଛି । ଯାଜପୁରରେ ୨ଟି ପ୍ରକଳ୍ପ, କଟକ ଜିଲ୍ଲାରେ ଦୁଇଟି ପ୍ରକଳ୍ପ ଓ ଢେଙ୍କାନାଳରେ ଗୋଟିଏ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । Post navigation ଜୟପୁରରେ ହେବ OPSCର ପରୀକ୍ଷା ଜୋନ୍ ଭୁବନେଶ୍ୱର, ଦିଲ୍ଲୀ, ଝାଡ଼ଖଣ୍ଡରେ ହଂସିତା ଅଭିଲିପ୍ସାଙ୍କ ଉପରେ ଆୟକର ଟିମ୍ର ରେଡ଼