ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଲୋକ ଭବନରେ ଇଣ୍ଡିଆନ ଆଇଡଲ ସିଜନ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବନ୍ଧିତ କରିଛନ୍ତି। ଅଭିନନ୍ଦନ ଜଣାଇ ତାଙ୍କ ପ୍ରତିଭା, ନିଷ୍ଠା ଏବଂ ଅଧ୍ୟବସାୟକୁ ରାଜ୍ୟପାଳ ପ୍ରଶଂସା କରି କହିଛନ୍ତି ଜ୍ୟୋତିର୍ମୟୀଙ୍କ ସଫଳତା ଓଡ଼ିଶାର ଗୌରବ ବଢ଼ାଇଛି ଏବଂ ଅନେକ ଯୁବପିଢ଼ିଙ୍କୁ ସ୍ୱପ୍ନ ପୂରଣ ପାଇଁ ଦୃଢ଼ ସଂକଳ୍ପ ସହିତ ଆଗେଇ ଯିବାର ପ୍ରେରଣା ପ୍ରଦାନ କରିଛି । ଜ୍ୟୋତିର୍ମୟୀଙ୍କ ଏହି ସଫଳତା ଓଡ଼ିଶାର ସମୃଦ୍ଧ ସଙ୍ଗୀତ ପରମ୍ପରାକୁ ପ୍ରତିଫଳିତ କରୁଛି ଏବଂ ଜାତୀୟସ୍ତରରେ ରାଜ୍ୟର ପ୍ରତିଭାକୁ ପରିଚିତ କରାଇଛି । Post navigation Mahanadi Flood: ବଢୁଛି ମହାନଦୀ; ସିଂହନାଥ ଓ ଭଟ୍ଟାରିକା ପୀଠରେ BNS ୧୬୩ ଲାଗୁ CWG 2026: जेवलिन फाइनल में पहुंचे नीरज चोपड़ा, रोहित यादव और यश वीर सिंह