Odisha Govt Allows MPs/MLAs to Recommend Teacher Transfers
ମେ ୧୫ ରୁ ଜୁନ୍ ୧୫ ମଧ୍ୟରେ ଶିକ୍ଷକ ବଦଳି ପ୍ରକ୍ରିୟା ଆରମ୍ଭ କରାଯିବ । ଏହି ପରିପ୍ରେକ୍ଷୀରେ ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି ହୋଇଛି ।
 
ସୂଚନା ଅନୁଯାୟୀ ସାଂସଦ ଓ ବିଧାୟକ ମାନେ ନିଜ ନିର୍ବାଚନ ମଣ୍ଡଳୀରେ ସର୍ବାଧିକ ୧୫ ଜଣ ଶିକ୍ଷକଙ୍କ ବଦଳି ପାଇଁ ସୁପାରିସ କରିପାରିବେ ।
 
ବଦଳି ନେଇ ସୁପାରିସ ପତ୍ର ଜିଲ୍ଲାପାଳଙ୍କୁ ଦାଖଲ କରିବେ । ମେ ୧୫ ରୁ ଜୁନ୍‌ ୧୫ ଭିତରେ ବଦଳି ପ୍ରସ୍ତାବ ସହ କାର୍ଯ୍ୟକାରୀ ହେବ ।
 

By Nirvay

Leave a Reply

Your email address will not be published. Required fields are marked *