ଓଡ଼ିଶାରେ ସମ୍ଭାବ୍ୟ ବନ୍ୟା ମୁକାବିଲା ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଭୁବନେଶ୍ୱର ରାଜୀବ ଭବନ ସ୍ଥିତ ରାଜ୍ୟ ଜରୁରୀକାଳୀନ କାର୍ଯ୍ୟ କେନ୍ଦ୍ର ସମ୍ମିଳନୀ କକ୍ଷରେ ବନ୍ୟା ସ୍ଥିତିକୁ ନେଇ ସମୀକ୍ଷା ବୈଠକ କରିଛନ୍ତି । ପ୍ରବଳ ବର୍ଷା ଫଳରେ ମହାନଦୀ ଓ ବ୍ରାହ୍ମଣୀ ନଦୀ ଉପର ମୁଣ୍ଡରେ ବନ୍ୟା ସ୍ଥିତିକୁ ନେଇ ଜିଲ୍ଲାପାଳ ମାନଙ୍କ ସହିତ ଆଭାସି ବୈଠକ କରି ପୂର୍ବ ପ୍ରସ୍ତୁତି ରଖିବା ସହିତ ୨୪ ଘଣ୍ଟା ସତର୍କ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । Post navigation ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟଙ୍କୁ ପୁଣି ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଦାୟିତ୍ୱ ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ