ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ରାଜ୍ୟ ସରକାର ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଛି । କମିଟିରେ ଆଇନ ମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ନଗର ଉନ୍ନୟନ ଓ ପରିବହନ ମନ୍ତ୍ରୀ ସଦସ୍ୟ ରହିଥିବାବେଳେ ଆଇନ ବିଭାଗ ପ୍ରମୁଖ ସଚିବ କନଭେନର ଭାବେ ସାମିଲ ହୋଇଛନ୍ତି । Post navigation ରାଜ୍ୟ କ୍ୟାବିନେଟ୍ରେ ୪ଟି ପ୍ରସ୍ତାବକୁ ମଞ୍ଜୁରୀ