ଗତ କିଛି ବର୍ଷ ମଧ୍ୟରେ କେବଳ ଫ୍ଲାଟ ନୁହେଁ, ଜମିର ମୂଲ୍ୟ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି । ଏହି ସମୟରେ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି । ଲିଜ୍ ଜମିକୁ ଫ୍ରି ହୋଲ୍ଡ କରିବାକୁ କମିଲା କନଭର୍ସନ୍ ଫି । ଏଣିକି ଜମିର ବେଞ୍ଚ ମାର୍କ ମୂଲ୍ୟର ୩% ଦେବାକୁ ପଡ଼ିବ । ପୂର୍ବରୁ ୧୦ ପ୍ରତିଶତ କନଭରସେସନ୍ ଫି ଦେବାକୁ ପଡୁଥିଲା । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ଆବେଦକମାନେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) କିମ୍ବା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଦ୍ୱାରା ଏକ ସାର୍ଟିଫିକେଟ ଦାଖଲ କରିବାକୁ ପଡିବ । Post navigation ମହିଳା ଅତ୍ୟାଚାର ବିରୋଧରେ ଯାଜପୁର ଠାରେ ବିଜେଡିର ବିଶାଳ ମହିଳା ଜନ ସମାବେଶ ଆଜି ପହିଲି ରଜ; ଉତ୍ସବମୁଖର ଗାଁରୁ ସହର