ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର ।ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଇଛନ୍ତି। କାଲି ବିଭିନ୍ନ ବିଭାଗର ଉପଦେଷ୍ଟାଙ୍କୁ ଦାୟିତ୍ୱମୁକ୍ତ କରିଥିଲେ ସରକାର

Leave a Reply

Your email address will not be published. Required fields are marked *