କେରଳର ଭୂସ୍ଖଳନରେ ଓଡ଼ିଆ ଡାକ୍ତର ମୃତକ ଓ ନିଖୋଜଙ୍କ ପରିବାରକୁ ସହାୟତା ପାଇଁ ୱାୟନାଡ଼ ଗଲେ ଦୁଇ ଓଡ଼ିଆ ଅଧିକାରୀ । ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଜଣେ ଡାକ୍ତରଙ୍କୁ ୱାୟନାଡ଼କୁ ପଠାଯାଇଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଘଟଣାକୁ ନେଇ ଦୁଃଖ ପ୍ରକାଶ ସହ କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ SRCଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। Post navigation କେରଳର ଭୂସ୍ଖଳନରେ ଓଡ଼ିଆ ଡାକ୍ତରଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜ୍ଯସଭାରେ ନବୀନଙ୍କ ନୀତିକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ