Odisha Govt to celebrate Awas Diwas on the occasion of PM Modi's birthday
ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଆବାସ ଦିବସ ପାଳନ କରିବେ ରାଜ୍ୟ ସରକାର । ପ୍ରତି ଜିଲ୍ଲା, ପୌରସଂସ୍ଥାରେ ଆୟୋଜନ ହେବ ପ୍ରଧାନମନ୍ତ୍ରୀ ଆବାସ ମେଳା । ଏନେଇ ସବୁ ଜିଲ୍ଲାପାଳଙ୍କୁ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଚିଠି ଲେଖିଛନ୍ତି ।
 
ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉତ୍ସବ ୧୭ ତାରିଖରୁ ଦୁଇଟି ପର୍ଯ୍ୟାୟରେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଚାଲିବ ।
 
ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୧୬ ଯାଏଁ ୱାର୍ଡ ସ୍ତରୀୟ ଶିବିର ଆୟୋଜନ ହେବ । ଅକ୍ଟୋବର ୧୬ ରୁ ୩୧ ଯାଏଁ ପ୍ରତ୍ୟେକ ଜିଲ୍ଲାରେ ହେବ ପ୍ରଧାନମନ୍ତ୍ରୀ ଆବାସ ମେଳା ।

By Nirvay

Leave a Reply

Your email address will not be published. Required fields are marked *