ରାଜ୍ୟରେ ବିଜେପି ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଆର୍ଥିକ ଅନଗ୍ରସର ପିଲାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ଶିକ୍ଷାକୁ ସାର୍ବଜନୀନ ଓ ଦେୟମୁକ୍ତ କରାଯିବ । ଅର୍ଥାତ୍ କେଜିରୁ ପିଜି ପର୍ଯ୍ୟନ୍ତ ସମସ୍ତ ଆର୍ଥିକ ଅନଗ୍ରସର ପିଲାଙ୍କୁ ଦେୟ ମୁକ୍ତ ଶିକ୍ଷା ମିଳିବ । ସେହିପରି ପ୍ରତିବର୍ଷ ୧୦ ଲକ୍ଷ ହିତାଧିକାରୀଙ୍କୁ ଘର ମିଳିବ । ଆଗାମୀ ଦିନରେ ୩୫ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ମିଳିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି । Post navigation NEET UG 2026: Candidates to get 15-minutes extra