ରାଜ୍ୟରେ ଧାରଣାରତ ରାଜସ୍ଵ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜସ୍ଵ ବିଭାଗ ଚେତାବନୀ ଦେଇଛି । ଏ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ରାଜସ୍ଵ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି । ଛୁଟିରେ ଯାଇଥିବା ସମସ୍ତ କର୍ମଚାରୀଙ୍କ ତାଲିକା ଦେବାକୁ ରାଜସ୍ଵ ବିଭାଗ ନିର୍ଦ୍ଦେଶ ଦେଇଛି । ଚିଠିରେ କର୍ମଚାରୀଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପୂର୍ବରୁ ଛୁଟି ବାତିଲ ସତ୍ତ୍ୱେ କାର୍ଯ୍ୟରେ ଯୋଗ ଦେଇ ନାହାନ୍ତି କର୍ମଚାରୀ । Post navigation ସରକାରଙ୍କ ବିଫଳତା ଲୁଚାଇବାକୁ ବିଜେପି ବିଧାୟକଙ୍କ ଅବାଂଛିତ ମନ୍ତବ୍ୟ: ବିଜେଡି ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ୍ କଲେ ସୌମ୍ୟରଞ୍ଜନ ପଟ୍ଟନାୟକ