ରାଜ୍ୟରେ ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠି ବଣ୍ଟନ ପାଇଁ ନୂଆ ନୀତି। ଖଣି ପ୍ରଭାବିତ ଜିଲ୍ଲାଗୁଡ଼ିକ ମଧ୍ୟରେ DMF ପାଣ୍ଠି ବଣ୍ଟନ ପାଇଁ ନୂଆ ନୀତି ଜାରି ହୋଇଛି। ଏନେଇ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଖଣି ଦ୍ୱାରା ପ୍ରଭାବିତ ସମସ୍ତ ଅଞ୍ଚଳ ବିକାଶମୂଳକ ସହାୟତାର ସେମାନଙ୍କର ନ୍ୟାଯ୍ୟ ଅଂଶ ପାଇବା ନିଶ୍ଚିତ କରିବା ପାଇଁ ଏହି ପଦକ୍ଷେପ ନିଆଯାଇଛି।

Leave a Reply

Your email address will not be published. Required fields are marked *