ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଆରମ୍ଭ ହୋଇଥିବା ‘ଜିରୋ ଡେଥ୍ ୱିକ୍’ ଅଭିଯାନର ପ୍ରଥମ ଦିନରେ ବ୍ୟାପକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ସେପ୍ଟେମ୍ବର ୧ ତାରିଖରେ ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ସାରା ରାଜ୍ୟରେ ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ୪୪,୭୪୬ଟି ଇ-ଚାଲାଣ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *