ମା’ ରମାଦେବୀଙ୍କ ଶ୍ରାଦ୍ଧ ଦିବସ ଅବସରରେ ଓଡ଼ିଶା ବିଧାନସଭା ନିକଟସ୍ଥ ସ୍ୱାଧୀନତା ସଂଗ୍ରାମୀ ଏବଂ ସମାଜ ସଂସ୍କାରକ ରମା ଦେବୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟର୍ପଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ଅନେକ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ରମାଦେବୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । Post navigation Student Protest: ଦିଲ୍ଲୀ ପରେ ଭୁବନେଶ୍ୱରରେ ଶିକ୍ଷାମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ