Odisha Matric Results To Be Declared Tomorrow
ଆସନ୍ତାକାଲି ପ୍ରକାଶ ପାଇବ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଫଳାଫଳ । ଏହି ରେଜଲ୍ଟ ଅପରାହ୍ନ ୪ଟାରେ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ କରାଯିବ ।
 
ବିଏସ୍‌ଇ ଅଧିକାରୀଙ୍କ କହିବା ଅନୁଯାୟୀ, ଏହି ବର୍ଷ ମାଟ୍ରିକ୍ ପରୀକ୍ଷାରେ ପ୍ରାୟ ୫.୫ ଲକ୍ଷ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।
 
ଏହା ପରେ, ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ରେ ସେମାନଙ୍କର ଫଳାଫଳ ଦେଖିପାରିବେ ।

By Nirvay

Leave a Reply

Your email address will not be published. Required fields are marked *