odisha-schools-to-have-morning-classes-from-april-2
ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆସନ୍ତା ଏପ୍ରିଲ ୨ ତାରିଖରୁ ହେବ ସକାଳୁଆ ସ୍କୁଲ । ସକାଳ ୭ଟାରୁ ୯ ଟା ଯାଏ ଚାଲିବ ଅଙ୍ଗନବାଡ଼ି କେନ୍ଦ୍ର । ଖରାବଢ଼ିଲେ ଘରକୁ ପଠାଯିବ ଶୁଖିଲା ଖାଦ୍ୟ ।
 
ଦିନ ୧୧ଟା ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ କାମ କରାଇବା ମନା । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।
 
ତେବେ ପାଣିପାଗକୁ ଦୃଷ୍ଟିରେ ରଖି ସ୍କୁଲ ଖୋଲିବା ନେଇ ସଂପୃକ୍ତ ଜିଲ୍ଲାପାଳ ନିଷ୍ପତ୍ତି ନେବେ ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *