Odisha Secondary School Teacher Eligibility Test On January 20
ଆସନ୍ତା ଜାନୁଆରୀ ୨୦ ତାରିଖରେ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) OSSTET- ୨୦୨୫ ଅନୁଷ୍ଠିତ ହେବ ।
ପେପର-୧ ସକାଳ ୯ରୁ ସାଢ଼େ ୧୧ ଯାଏ ଚାଲିବ । ସେଇଭଳି ପେପର-୨ ପରୀକ୍ଷା ଅପରାହ୍ନ ୨ରୁ ୪ଟା ୩୦ ଯାଏ ହେବ । ଆଜିଠାରୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ ଆବେଦନ କରି ପାରିବେ ଆଶାୟୀ ।
 
୨୦୨୬ ଜାନୁଆରୀ ୧୦ ପରଠାରୁ ଆଡମିଟ୍‌ କାର୍ଡ ଡାଉନଲୋଡ୍‌ କରିପାରିବେ । ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁୃ ବିଜ୍ଞପ୍ତି ଜାରି ହୋଇଛି ।
 

By Nirvay

Leave a Reply

Your email address will not be published. Required fields are marked *