Odisha to Merge BSE & CHSE
ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ଼ ଘୋଷଣା କରିଛନ୍ତି ।
 
ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମିଶି ଗୋଟିଏ ବୋର୍ଡ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଛାତ୍ର ଓ ଶିକ୍ଷକଙ୍କର ଯାହା ସମସ୍ୟା ଥିବ ତାକୁ ସମାଧାନ କରିବ ଏହି ବୋର୍ଡ ।
 
ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଆରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

By Nirvay

Leave a Reply

Your email address will not be published. Required fields are marked *