ସରକାରୀ ଓ ସମବାୟ ପାଣ୍ଠିର ୧୪.୨୨ ଲକ୍ଷ ଟଙ୍କା ଆତ୍ମସାତ୍ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ୍ ଅନ୍ତର୍ଗତ ଯୁବା ପ୍ରାଥମିକ କୃଷି ସମବାୟ ସମିତି (PACS)ର ପୂର୍ବତନ ସମ୍ପାଦକ ଚିନ୍ତାମଣି ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି।

୨୦୧୬-୧୭, ୨୦୨୦-୨୧, ୨୦୨୧-୨୨ ଓ ୨୦୨୨-୨୩ ଆର୍ଥିକ ବର୍ଷରେ ସେ ଯୋଜନାବଦ୍ଧ ଭାବେ ୧୪ ଲକ୍ଷ ୨୨ ହଜାର ୪୬ ଟଙ୍କାର ଆର୍ଥିକ ଜାଲିଆତି କରିଥିବା ଓଡ଼ିଶା ଭିଜିଲାନ୍ସ ପକ୍ଷରୁ କରାଯାଇଥିବା ସ୍ୱତନ୍ତ୍ର ତଦନ୍ତରୁ ସ୍ପଷ୍ଟ ପ୍ରମାଣ ମିଳିଥିଲା।

 

 

 

 

 

Leave a Reply

Your email address will not be published. Required fields are marked *