ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବ୍ଲକ୍ ପ୍ରୋଜେକ୍ଟ ମ୍ୟାନେଜର (ବିପିଏମ୍)  । ନିଜ କାର୍ଯ୍ୟାଳୟର ଜଣେ ଆଶାକର୍ମୀଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବିପିଏମ୍ ମନୋଜ ରଞ୍ଜନ ନାୟକ । ବିପିଏମଙ୍କ ନିକଟରୁ ଉକ୍ତ ଟଙ୍କା ଜବତ କରିବା ସହ ତାଙ୍କର ଦୁଇଟି ଠିକଣାରେ ଚଢ଼ଉ କରିଛି ବିପିଏମ ।

Leave a Reply

Your email address will not be published. Required fields are marked *