ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ମଞ୍ଚେଶ୍ୱର ଥାନା ASI ରାଜେଶ କୁଲୁ ଏବଂ ହୋମଗାର୍ଡ ଡ୍ରାଇଭର ଜ୍ୟୋତି ରଞ୍ଜନ ବେହେରା । ଏକ ମାମଲାରେ ଫସି ଜାମିନରେ ଫେରିଥିବା ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଦୁଇ ଜଣଙ୍କୁ ଭିଜିଲାନ୍ସ ଗିରଫ କରିଛି।ତେବେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଦିଗକୁ ନେଇ ଭିଜିଲାନ୍ସ ASI କୁଲୁଙ୍କ ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି। Post navigation Odisha Govt Approves 20 Mega Projects: ରାଜ୍ୟର ୯ଟି ଜିଲ୍ଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ