ରାଜ୍ୟରେ ଘରଗଣନା ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଓଡ଼ିଶାରେ ୯୦ ପ୍ରତିଶତରୁ ଅଧିକ ଘରଗଣନା କାମ ଶେଷ ହୋଇସାରିଲାଣି । ଦେଶରେ ଜନଗଣନା ସଫଳତାରେ କରିବାରେ ଓଡ଼ିଶା ୧ ନମ୍ବର ହେବ । କୋରାପୁଟରେ ୯୦ ପ୍ରତିଶତ ଶେଷ ହୋଇଥିବା ବେଳେ କୋଟିଆରେ ଶତ ପ୍ରତିଶତ ଘରଗଣନା ଶେଷ ହୋଇଛି। ଗଜପତି ଓ ବାଲେଶ୍ୱର ସୀମାନ୍ତବର୍ତ୍ତୀ ଜ଼ିଲ୍ଲାରେ ବି ଘରଗଣନା ସରିଛି । Post navigation Ratna Bhandar Counting: ଅପରାହ୍ନ ୩ଟା ପରେ ହେବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି 3 arrested in Chandranath Rath Murder Case